Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:1 - ପବିତ୍ର ବାଇବଲ

1 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପ୍ରାରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ରୁ ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ୱର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi




ଯିରିମୀୟ 26:1
8 Referans Kwoze  

ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କ ଶାସନର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ଅନନ୍ତର ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। ଯଥା:


ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱ କାଳରେ ସଦାପ୍ରଭୁଙ୍କ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା।


ଯେତେବେଳେ ଯୋଶିୟଙ୍କ ପୁତ୍ର ଯିହୋୟାକୀମ୍ ଯିହୁଦାର ରାଜା ଥିଲେ, ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ସିଦିକିୟଙ୍କ ରାଜତ୍ୱର ଏକାଦଶ ବର୍ଷ ପଞ୍ଚମ ମାସରେ ଓ ଯିରୁଶାଲମକୁ ନିର୍ବାସିତ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ସେହି ବାକ୍ୟ ଯିରିମିୟଙ୍କୁ ଦେଲେ।


ଯୋଶିୟଙ୍କ ପୁତ୍ରମାନଙ୍କର ତାଲିକା ଏହି: ପ୍ରଥମ ପୁତ୍ର ଯୋହାନନ୍, ଦ୍ୱିତୀୟ ପୁତ୍ର, ଯିହୋୟାକୀମ୍, ତୃତୀୟ ପୁତ୍ର ସିଦିକିୟ, ଚତୁର୍ଥ ପୁତ୍ର ଶଲ୍ଲୁମ୍।


Swiv nou:

Piblisite


Piblisite