Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:14 - ପବିତ୍ର ବାଇବଲ

14 ଆଉ ମୋ’ ସମ୍ବନ୍ଧରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।

Gade chapit la Kopi

ଓଡିଆ ବାଇବେଲ

14 ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।

Gade chapit la Kopi




ଯିରିମୀୟ 26:14
7 Referans Kwoze  

ବର୍ତ୍ତମାନ ଆମ୍ଭେ ତୁମ୍ଭର ଅଧୀନ। ତୁମ୍ଭ ପକ୍ଷେ ଆମ୍ଭ ପାଇଁ ଯାହା ଉଚିତ୍ ତାହା କର।”


ତେଣୁ ରାଜା ସିଦିକିୟ ସେହି ଅଧିପତିମାନଙ୍କୁ କହିଲେ, “ଦେଖ, ଯିରିମିୟ ବର୍ତ୍ତମାନ ତୁମ୍ଭମାନଙ୍କ ଅଧୀନରେ ଅଛି। ତୁମ୍ଭେମାନେ ତା’ ବିରୁଦ୍ଧରେ ଯାହା କରିବ ମୁଁ ବାରଣ କରିବି ନାହିଁ।”


କିନ୍ତୁ ଯଦି ସଦାପ୍ରଭୁ ମୋ’ ଉପରେ ସଦୟ ନୁହନ୍ତି ବୋଲି କହନ୍ତି, ତେବେ ସେ ଯାହା ଗ୍ଭହିଁବେ ମୋ’ ଉପରେ ତାହା କରି ପାରିବେ।”


ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, “ହେ ନବୂଖ‌ଦ୍‌ନିତ୍ସର, ଏ ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।


ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”


ରାଜା ଯୋୟାଶଙ୍କ ପ୍ରତି ଯିହୋୟାଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହୋୟାଦା ଜିଖରିୟଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହୋୟାଦାଙ୍କ ପୁତ୍ର ଯିଖରିୟଙ୍କୁ ହତ୍ୟା କଲେ। ଜିଖରିୟ ମୃତ୍ୟୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, “ତୁମ୍ଭେମାନେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ!”


ପୁଣି ରାଜା ହାମ‌ନ୍‌କୁ କହିଲା, “ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା। ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”


Swiv nou:

Piblisite


Piblisite