ଯିରିମୀୟ 26:20 - ପବିତ୍ର ବାଇବଲ20 ଆହୁରି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା। ସେ କିରିୟତ୍-ସିୟାରୀମସ୍ଥ ସମୟିୟର ପୁତ୍ର ଉରିୟ; ସେ ଯିରିମିୟର ସମସ୍ତ ବାକ୍ୟପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟତ୍-ଯିୟାରୀମସ୍ଥ ସମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲା। Gade chapit laଓଡିଆ ବାଇବେଲ20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମ୍ସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ। Gade chapit la |
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଛନ୍ତି। ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି, ଦେଶ ମଧ୍ୟରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ୟ ନାହିଁ ଯେଉଁସ୍ଥାନକୁ ମୋର ପ୍ରଭୁ ତୁମ୍ଭକୁ ଅନ୍ୱେଷଣ କରିବାକୁ ପଠାଇ ନାହାନ୍ତି। ତୁମ୍ଭକୁ ଖୋଜିବାକୁ ରାଜା ପ୍ରତ୍ୟେକ ଦେଶକୁ ଲୋକ ପଠାଇ ଅଛନ୍ତି। ସେହି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଛନ୍ତି ଯେ, ସେମାନେ ତୁମ୍ଭକୁ ସେମାନଙ୍କ ଦେଶରେ ପାଇ ନାହାନ୍ତି।