ଯିରିମୀୟ 26:9 - ପବିତ୍ର ବାଇବଲ9 ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ? ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ରୁଣ୍ତ ହେଲେ। Gade chapit laଓଡିଆ ବାଇବେଲ9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। Gade chapit la |
ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”