Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:1 - ପବିତ୍ର ବାଇବଲ

1 ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କ ଶାସନର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 27:1
8 Referans Kwoze  

ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ।


ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ।


ପୁଣି ଯିହୁଦାର ରାଜା ସିଦିକିୟଙ୍କୁ ଦେଖା କରିବାକୁ ଯିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତରେ ଅନ୍ୟ ଯୁଆଳିଗୁଡ଼ିକୁ ଇଦୋମ, ମୋୟାବ, ଅମ୍ମୋନ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।


ସିଦିକିୟ ଯିହୁଦାର ରାଜା ହେବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏଗାର ବର୍ଷ ପର୍ଯ୍ୟନ୍ତ ରାଜା ହେଲେ।


ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପ୍ରାରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ସିଦିକିୟ ଶାସନ କଲା ବେଳକୁ ତାଙ୍କୁ ଏକୋଇଶ ବର୍ଷ ହୋଇଥିଲା। ସେ ଏଗାର ବର୍ଷ ଯିରୁଶାଲମରେ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ହମୂଟଲ ଓ ସେ ଲି‌ବ୍‌ନା ନିବାସୀ ଯିରିମିୟର କନ୍ୟା ଥିଲେ।


ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖ‌ଦ୍‌ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


Swiv nou:

Piblisite


Piblisite