ଯିରିମୀୟ 27:9 - ପବିତ୍ର ବାଇବଲ
9 କିନ୍ତୁ ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋନ୍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।”
Gade chapit la Kopi
9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Gade chapit la Kopi
9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Gade chapit la Kopi
9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Gade chapit la Kopi