Biblia Todo Logo
Bib sou entènèt

- Piblisite -




ଯିରିମୀୟ 28:11 - ପବିତ୍ର ବାଇବଲ

11 ଆଉ ହନାନିୟ ସବୁ ଲୋକଙ୍କ ସାକ୍ଷାତରେ ବଡ଼ ପାଟିରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ହେବା ପୂର୍ବରୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଯୁଆଳି ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ଆପଣା ବାଟରେ ଗ୍ଭଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା। ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।

Gade chapit la Kopi




ଯିରିମୀୟ 28:11
13 Referans Kwoze  

ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ସେହି ଭବିଷ୍ୟ‌ଦ୍‌ବକ୍ତାମାନେ ଆମ୍ଭ ବିଷୟରେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରନ୍ତି। ଆମ୍ଭେ ସେମାନଙ୍କୁ ପ୍ରଗ୍ଭର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସେମାନଙ୍କୁ କହିବାକୁ ଆଜ୍ଞା ଦେଇ ନାହୁଁ। ସେମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀ ଓ ମୂଲ୍ୟହୀନ ଦୈବିତ୍ୱ ପ୍ରଗ୍ଭର କରୁଛନ୍ତି। ସେମାନେ ସେମାନଙ୍କର ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଛନ୍ତି।


ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ, ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।


ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି।


ସେମାନେ ଆମ୍ଭର ଅବଜ୍ଞାକାରୀଙ୍କୁ ଆମ୍ଭର ବାକ୍ୟ ନ କହି ଭିନ୍ନ କଥା କୁହନ୍ତି। ସେମାନେ ସେମାନଙ୍କୁ କୁହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ।’ ପୁଣି ଯେଉଁମାନେ ଅବାଧ୍ୟ ହୋଇ ନିଜର ହୃଦୟରେ ଆଚରଣ ଅନୁସାରେ କାର୍ଯ୍ୟ କରନ୍ତି, ସେମାନଙ୍କୁ କୁହାଯାଏ, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ହେବ ନାହିଁ।’


ସିଦିକିୟ କନାନା ନାମକ ବ୍ୟକ୍ତିର ପୁତ୍ର ଥିଲା। ସିଦିକିୟ ଲୁହାରୁ କେତେକ ତୂରୀ ନିର୍ମାଣ କରିଥିଲା। ସିଦିକିୟ କହିଲା, “ସଦାପ୍ରଭୁ କହନ୍ତି, ‘ସେମାନେ ସମ୍ପୂର୍ଣ୍ଣ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ଏହି ଲୌହ-ତୂରୀ ଅରାମୀୟମାନଙ୍କୁ ବିଦାରିବା ନିମନ୍ତେ ବ୍ୟବହାର କରିବ।’”


ତେଣୁ ଆହାବ 400 ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଡକାଇ ଏକତ୍ରିତ କଲେ ଓ ସେମାନଙ୍କୁ ପଗ୍ଭରିଲେ, “ମୁଁ ରାମୋତ୍-ଗିଲିୟଦ ବିରୁଦ୍ଧରେ ପ୍ରଥମେ ଯୁଦ୍ଧ କରିବାକୁ ଯିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହେବା ଉଚିତ୍?” ତହୁଁ ସେମାନେ ଉତ୍ତର କଲେ, “ତୁମ୍ଭେ ବର୍ତ୍ତମାନ ଯାଇ ଯୁଦ୍ଧ କରିବା ଉଚିତ୍, କାରଣ ସଦାପ୍ରଭୁ ତୁମ୍ଭକୁ ବର୍ତ୍ତମାନ ଜୟଲାଭ କରିବାକୁ ଦେବେ।”


ଏଥିରେ ବୃଦ୍ଧ ଭବିଷ୍ୟ‌ଦ୍‌ବକ୍ତା କହିଲେ, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟ‌ଦ୍‌ବକ୍ତା।” ତା'ପରେ ସେ ମିଥ୍ୟା କହି ତାଙ୍କୁ ଜଣାଇଲେ, “ଜଣେ ଦୂତ ସଦାପ୍ରଭୁଙ୍କ ଦ୍ୱାରା ପ୍ରେରିତ ହୋଇ ମୋତେ କହିଲେ ତୁମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭ ଗୃହକୁ ନେଇ ତୁମ୍ଭ ସହିତ ଅନ୍ନ ଭୋଜନ ଓ ଜଳପାନ କରାଅ।”


“‘ଏହା କ’ଣ ସତ୍ୟ ନୁହେଁ, ତାହା ତୁମ୍ଭେ ମିଥ୍ୟା ଦର୍ଶନ ଓ ତୁମ୍ଭର ଅଲୌକିକ ଶକ୍ତି, ଯାହା ପ୍ରଗ୍ଭର କର, ତାହା ମିଥ୍ୟା ଅଟେ? ଏବଂ ଏପରି ତୁମ୍ଭେ କହିଛ, ସଦାପ୍ରଭୁ ଏହା କହନ୍ତି, ଯେପରି ଆମ୍ଭେ ତୁମ୍ଭକୁ ପଠାଇ ନ ଥିଲୁ?’”


ତହିଁରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ହନାନିୟ ଭବିଷ୍ୟ‌ଦ୍‌ବକ୍ତାକୁ କହିଲେ, “ହେ ହନାନିୟ, ଏବେ ଶୁଣ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଇ ଅଛ।


Swiv nou:

Piblisite


Piblisite