ଯିରିମୀୟ 28:14 - ପବିତ୍ର ବାଇବଲ14 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ରାଜାଗଣ ବାବିଲର ରାଜା ନବୂଖଦ୍ନିତ୍ସରର ସେବା କରିବେ। ଏଥିପାଇଁ ମୁଁ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛି। ସେମାନେ ତାହାର ସେବା କରିବେ ଆଉ ମଧ୍ୟ କ୍ଷେତ୍ରସ୍ଥ ପଶୁଗଣ ତାହାର ସେବା କରିବେ।’” Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ। Gade chapit laଓଡିଆ ବାଇବେଲ14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’” Gade chapit la |