ଯିରିମୀୟ 28:15 - ପବିତ୍ର ବାଇବଲ15 ତହିଁରେ ଯିରିମିୟ ଭବିଷ୍ୟଦ୍ବକ୍ତା ହନାନିୟ ଭବିଷ୍ୟଦ୍ବକ୍ତାକୁ କହିଲେ, “ହେ ହନାନିୟ, ଏବେ ଶୁଣ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଇ ଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ। Gade chapit laଓଡିଆ ବାଇବେଲ15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। Gade chapit la |
“ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।