ଯିରିମୀୟ 28:16 - ପବିତ୍ର ବାଇବଲ16 ତେଣୁ ସଦାପ୍ରଭୁ ଏହିକଥା କହନ୍ତି, ‘ହେ ହନାନିୟ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିବା। ତୁମ୍ଭେ ଏହି ବର୍ଷ ମରିବ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ।’” Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ। Gade chapit laଓଡିଆ ବାଇବେଲ16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” Gade chapit la |
କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ।