Biblia Todo Logo
Bib sou entènèt

- Piblisite -




ଯିରିମୀୟ 28:5 - ପବିତ୍ର ବାଇବଲ

5 ତା'ପରେ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ଭବିଷ୍ୟ‌ଦ୍‌ବକ୍ତା ହନାନିୟକୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,

Gade chapit la Kopi




ଯିରିମୀୟ 28:5
5 Referans Kwoze  

ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ।


ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସେମାନଙ୍କୁ ଆମ୍ଭର ଆଜ୍ଞାନୁସାରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।


ତା'ପରେ ଯିରିମିୟ ତୋଫ‌‌‌ତ୍‌‌‌ର ସେହି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣାରେ ଛିଡ଼ା ହୋଇଥିବା ସମସ୍ତଙ୍କୁ ଏହା କହିଥିଲେ।


ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରଦେଶରେ ଠିଆ ହୋଇ ସେଠାରେ ଏହିକଥା ପ୍ରଗ୍ଭର କରି କୁହ। “‘ହେ ଯିହୁଦାର ଲୋକମାନେ, ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଆସୁଛ। ତୁମ୍ଭେମାନେ ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ଶୁଣ।


ପଦାୟଙ୍କର ପୁତ୍ରମାନେ ଥିଲେ ସରୁବ୍ବାବିଲ ଓ ଶିମିୟି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିୟ। ଶଲୋମୀତ ସେମାନଙ୍କର ଭଉଣୀ ଥିଲେ।


Swiv nou:

Piblisite


Piblisite