Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:16 - ପବିତ୍ର ବାଇବଲ

16 ତୁମ୍ଭ ସହିତ ବାବିଲକୁ ବନ୍ଦୀ ହୋଇ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷୟରେ ଓ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ଓଡିଆ ବାଇବେଲ

16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍‍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍‍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi




ଯିରିମୀୟ 29:16
11 Referans Kwoze  

ଏଣୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ। ସେମାନଙ୍କର ନିଜ କର୍ମର ଫଳ ସେମାନେ ନିଜେ ଭୋଗିଛନ୍ତି।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି


ଯିହୁଦାର ରାଜା ସିଦିକିୟ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ଶାଫନର ପୁତ୍ର ଇଲିୟାସା ଓ ହି‌ଲ୍‌‌‌କିୟର ପୁତ୍ର ଗମରିୟକୁ ପଠାଇଲେ। ଯିରିମିୟ ସେହିମାନଙ୍କ ହସ୍ତରେ ପତ୍ର ଦେଲେ। ସେହି ପତ୍ରଟି ଏହିପରି ପାଠ କରାଗଲା।


ଗୋଟିଏ ଡାଲାରେ ଆଦ୍ୟ ପକ୍ୱ ଡିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲାରେ ଏପରି ଅତି ମନ୍ଦ ଡିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପଯୋଗୀ ନ ଥିଲା।


ସିଦିକିୟ ଯିହୁଦାର ରାଜା ହେବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏଗାର ବର୍ଷ ପର୍ଯ୍ୟନ୍ତ ରାଜା ହେଲେ।


“ମାତ୍ର ଯିହୁଦାର ରାଜା ସିଦିକିୟ ସେହି ଅତି ମନ୍ଦ ଡିମ୍ବିରି ଫଳ ସଦୃଶ।” ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଶ୍ଚୟ ସିଦିକିୟକୁ, ତାହାର ଅଧିପତିଗଣକୁ ଓ ଯିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିଶର ଦେଶରେ ବାସ କରନ୍ତି, ସେମାନଙ୍କୁ ଆମ୍ଭେ ତ୍ୟାଗ କରିବା।


Swiv nou:

Piblisite


Piblisite