ଯିରିମୀୟ 29:21 - ପବିତ୍ର ବାଇବଲ21 “କୋଲାୟର ପୁତ୍ର ଆହାବ ଓ ମାସେୟର ପୁତ୍ର ସିଦିକିୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। ତେଣୁ ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ସେମାନଙ୍କୁ ପଠାଇବୁ। ଆଉ ସେ ସମସ୍ତ ଲୋକଙ୍କ ସମ୍ମୁଖରେ ସେମାନଙ୍କୁ ବଧ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; Gade chapit laଓଡିଆ ବାଇବେଲ21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; Gade chapit la |
ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।