ଯିରିମୀୟ 29:26 - ପବିତ୍ର ବାଇବଲ26 ତୁମ୍ଭେ ଏହି ପତ୍ରରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, ‘ଯିହୋୟାଦା ଯାଜକ ବଦଳରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କେହି ବାତୁଳ ହୋଇ ନିଜକୁ ଭବିଷ୍ୟଦ୍ବକ୍ତା ବୋଲି କହେ, ତେବେ ତୁମ୍ଭେ ତାକୁ ବଡ଼ ହରିକାଠରେ ଏକ ବେଡ଼ିରେ ବାନ୍ଧି ରଖିବ। Gade chapit laପବିତ୍ର ବାଇବଲ (Re-edited) - (BSI)26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି। Gade chapit laଓଡିଆ ବାଇବେଲ26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି। Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।