ଯିରିମୀୟ 29:27 - ପବିତ୍ର ବାଇବଲ27 ସମ୍ପ୍ରତି ଯିରିମିୟ ନିଜକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି। ତୁମ୍ଭେ କାହିଁକି ତାକୁ ବନ୍ଦୀ ନ କରିବ?’ Gade chapit laପବିତ୍ର ବାଇବଲ (Re-edited) - (BSI)27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇନାହଁ? Gade chapit laଓଡିଆ ବାଇବେଲ27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ? Gade chapit la |
ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”