Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:28 - ପବିତ୍ର ବାଇବଲ

28 ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦେଇଅଛି, ତୁମ୍ଭେମାନେ ବାବିଲରେ ଦୀର୍ଘକାଳ ନିର୍ବାସିତ ହୋଇଅଛ। ତେଣୁ ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।

Gade chapit la Kopi

ଓଡିଆ ବାଇବେଲ

28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”

Gade chapit la Kopi




ଯିରିମୀୟ 29:28
3 Referans Kwoze  

“ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପଭୋଗ କର।


ତା'ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।”


ଯିରିମିୟ ନିର୍ବାସିତମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କ ପାଖକୁ, ଯାଜକଗଣଙ୍କ ପାଖକୁ, ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ରେରଣ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖ‌ଦ୍‌ନିତ୍ସର ଯିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନେଇଯାଇଥିଲେ।


Swiv nou:

Piblisite


Piblisite