Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:29 - ପବିତ୍ର ବାଇବଲ

29 ଅନନ୍ତର ସିଫନିୟ ଯାଜକ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ କର୍ଣ୍ଣ ଗୋଚରରେ ଏହି ପତ୍ର ପାଠ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।

Gade chapit la Kopi

ଓଡିଆ ବାଇବେଲ

29 ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।

Gade chapit la Kopi




ଯିରିମୀୟ 29:29
6 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଶମୟିୟ, ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକଙ୍କୁ ମାସେୟର ପୁତ୍ର ସିଫନିୟ ଯାଜକକୁ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଅ।


ପୁଣି ନବୂସ‌ର୍‌ଦ‌‌ନ୍‌ ପ୍ରଧାନ ଯାଜକ ସରାୟ ଦ୍ୱିତୀୟ ଯାଜକ ସିଫନିୟ ଓ ତିନି ଜଣ ଦ୍ୱାରପାଳଙ୍କୁ ନେଇ ଗଲା।


ରାଜା ସିଦିକିୟ ମ‌‌ଲ୍‌‌କିୟର ପୁତ୍ର ପ‌‌‌ଶ୍‌‌‌ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ।


ଯିରିମିୟ ନିର୍ବାସିତମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କ ପାଖକୁ, ଯାଜକଗଣଙ୍କ ପାଖକୁ, ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ରେରଣ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖ‌ଦ୍‌ନିତ୍ସର ଯିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନେଇଯାଇଥିଲେ।


ତାହାପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସିଫନିୟକୁ ଏବଂ ଆଉ ତିନି ଜଣ ଦ୍ୱାରପାଳକୁ ବନ୍ଦୀ କରି ନେଲା।


Swiv nou:

Piblisite


Piblisite