ଯିରିମୀୟ 29:31 - ପବିତ୍ର ବାଇବଲ31 “ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, ‘ନିହିଲାମୀୟ ଶମୟିୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟିୟଙ୍କୁ ଭବିଷ୍ୟଦ୍ବକ୍ତା ପ୍ରଗ୍ଭର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ୟା କହି ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)31 ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ଵାସ ଜନ୍ମାଇଅଛି; Gade chapit laଓଡିଆ ବାଇବେଲ31 ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 “ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି, Gade chapit la |
ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।