Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:6 - ପବିତ୍ର ବାଇବଲ

6 ତୁମ୍ଭେମାନେ ବିବାହ କରି ପୁତ୍ରକନ୍ୟା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସେହି ପୁତ୍ରକନ୍ୟାମାନଙ୍କୁ ବିବାହ କରାଇ ସେମାନଙ୍କଠାରୁ ପୁତ୍ରକନ୍ୟା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ୟା ବୃଦ୍ଧି କର କିନ୍ତୁ ଊଣା କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ସ୍ଵାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।

Gade chapit la Kopi




ଯିରିମୀୟ 29:6
16 Referans Kwoze  

ଇ‌ବ୍‌ସ‌ନଙ୍କର ତିରି‌ଶ୍‌ଟି ପୁତ୍ର ଓ ତିରି‌ଶ୍‌ଟି କନ୍ୟା ଥିଲେ। ସେ ତାଙ୍କର ତିରିଶ୍ କନ୍ୟାକୁ ସେହି ଲୋକମାନଙ୍କ ସହିତ ବିବାହ ଦେଲେ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ସେ ତିରି‌ଶ୍‌ଟି କନ୍ୟାକୁ ମନୋନୀତ କଲେ, ତାଙ୍କର ପୁତ୍ରମାନଙ୍କ ସହିତ ବିବାହ କରିବା ପାଇଁ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ଇ‌ବ୍‌ସନ୍ ସାତ ବର୍ଷ ଧରି ଇସ୍ରାଏଲର ବିଗ୍ଭରକ ହୋଇ ରହିଲେ,


ଲାବନ କହିଲା, “ଅନ୍ୟକୁ ବିବାହ କରିବା ଅପେକ୍ଷା ସେ ତୁମ୍ଭକୁ ବିବାହ କଲେ ନିଶ୍ଚିତ ଭଲ ହେବ। ତେଣୁ ତୁମ୍ଭେ ମୋ’ ସହିତ ରୁହ।”


ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାକୁ ନେଇ ପ୍ରସ୍ଥାନ କର। ସଦାପ୍ରଭୁଙ୍କ ଇଚ୍ଛାନୁସାରେ ତାକୁ ତୁମ୍ଭ କର୍ତ୍ତାଙ୍କର ପୁତ୍ରଙ୍କୁ ବିବାହ ଦିଅ।”


ତା'ର ମା ତା’ ପାଇଁ ଏକ ସ୍ତ୍ରୀ ମିଶରରେ ଠିକ୍ କଲା। ସେମାନେ ପାରଣ ନାମକ ମରୁଭୂମିରେ ବାସ କଲେ।


ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା'ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।


ସେ ଗୃହକୁ ଫେରି ତାଙ୍କର ପିତାମାତାଙ୍କୁ ଏ କଥା କହିଲେ, “ମୁଁ ତିମ୍ନାରେ ପଲେଷ୍ଟୀୟ କନ୍ୟା ଦେଖିଅଛି। ମୁଁ ତାଙ୍କୁ ବିବାହ କରିବାକୁ ଗ୍ଭହେଁ।”


ଶିଖିମ ତା'ର ପିତା ହମୋରକୁ କହିଲା, “ଦୟାକରି ଏହି ଝିଅ ସହିତ ମୋର ବିବାହର ବନ୍ଦୋବସ୍ତ କର।”


“ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚୟ ବହୁତ ପିଲାପିଲି ହେବ। ତୁମ୍ଭେମାନେ ପୃଥିବୀକୁ ମନୁଷ୍ୟରେ ପରିପୂର୍ଣ୍ଣ କରିବ।”


ଯେତେବେଳେ ରିବିକା ସେହି ସ୍ଥାନ ଛାଡ଼ିଲେ ସେମାନେ ତାଙ୍କୁ ଆଶୀର୍ବାଦ କରି କହିଲେ, “ଆମ୍ଭର ଭଉଣୀ, ତୁମ୍ଭେ ସହସ୍ର ସହସ୍ର ଲୋକଙ୍କର ମାତା ହୁଅ। ଏବଂ ତୁମ୍ଭର ବଂଶଧରମାନେ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରି ତାଙ୍କର ନଗର ଅଧିକାର କରନ୍ତୁ।”


ତୁମ୍ଭେ ଆପଣା ପାଇଁ ନିଜେ ପାଳ ସଂଗ୍ରହ କର। କିନ୍ତୁ ମନେରଖ ପୂର୍ବପରି ତୁମ୍ଭେମାନେ ଯେତେ ସଂଖ୍ୟକ ଇଟା ନିର୍ମାଣ କରୁଥିଲ ସେତିକି ସଂଖ୍ୟକ ଇଟା ତିଆରି କରିବ।”


Swiv nou:

Piblisite


Piblisite