Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:11 - ପବିତ୍ର ବାଇବଲ

11 ଆଉ ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦେଖାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସଦାପ୍ରଭୁ ମୋତେ କହିଲେ, ବିପଥ-ଗାମିନୀ ଇସ୍ରାଏଲ ବିଶ୍ଵାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।

Gade chapit la Kopi




ଯିରିମୀୟ 3:11
9 Referans Kwoze  

“ଆଉ ତା'ର ଭଗିନୀ ଏସବୁ ଦେଖି ମଧ୍ୟ ବେଶ୍ୟାବୃତ୍ତିରେ ଓ ପ୍ରେମାଶକ୍ତିରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା। ତା'ର ଭଗିନୀର ବ୍ୟଭିଗ୍ଭରିତାଠାରୁ ସେ ଅଧିକ ବ୍ୟଭିଗ୍ଭରିଣୀ ହେଲା।


“ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫେରିବାକୁ ଆଶା କରନ୍ତି। ସେମାନେ ଊର୍ଦ୍ଧ୍ୱକୁ ଡାକିବେ। କିନ୍ତୁ କେହି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ।”


ଇସ୍ରାଏଲ ଏକ ଜି‌‌ଦ୍‌‌ଖୋର ବାଛୁରି ତୁଲ୍ୟ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖୋଲା ପଡ଼ିଆରେ ଥିବା ଗୋଟିଏ ମେଣ୍ଢାଛୁଆ ପରି ଗ୍ଭରଣଭୂମିକୁ ନେଇ ଗଲେ।


ତୁମ୍ଭେ କେବଳ ସେମାନଙ୍କର ଘୃଣ୍ୟ ପ୍ରଥାକୁ ଅନୁସରଣ କଲ ନାହିଁ। କିନ୍ତୁ ସତେ ଯେପରି ଏହା ମନ୍ଦ ନୁହେଁ। ତୁମ୍ଭେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଗ୍ଭର କରିଛ।


ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ। ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।” “ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।”


ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇସ୍ରାଏଲ ବ୍ୟଭିଗ୍ଭର କରିବା ହେତୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ୟ ଯାଇ ବ୍ୟଭିଗ୍ଭର କଲା।


ସେ ଏହିସବୁ ଅପକର୍ମ କଲାପରେ ମୁଁ ଇସ୍ରାଏଲକୁ କହିଲି, ‘ତୁମ୍ଭେ ମୋ’ ନିକଟକୁ ଫେରି ଆସିବା ଉଚିତ୍? ମାତ୍ର ସେ ଫେରି ଆସିଲା ନାହିଁ ଆଉ ତାହାର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା।


ସେମାନଙ୍କର ପୂର୍ବପୁରୁଷମାନଙ୍କ ପରି ସେମାନେ ଅଧର୍ମ ଆଚରଣ କରିଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଆମ୍ଭର ବାକ୍ୟ ଅଗ୍ରାହ୍ୟ କଲେ ଓ ଅନ୍ୟ ଦେବଗଣଙ୍କୁ ସେବା କଲେ। ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସେମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”


Swiv nou:

Piblisite


Piblisite