ଯିରିମୀୟ 3:16 - ପବିତ୍ର ବାଇବଲ16 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତେବେଳେ ତୁମ୍ଭେମାନେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ।” “ସେତେବେଳେ ଲୋକମାନେ ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବିଷୟରେ ଆଉ କହିବେ ନାହିଁ। କିଅବା ତାହା ମନରେ ପଡ଼ିବ ନାହିଁ।’ ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ। କି ତାହା ନିକଟକୁ ଯିବେ ନାହିଁ ଅଥବା ତାହା ଆଉ ନିର୍ମିତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ। Gade chapit laଓଡିଆ ବାଇବେଲ16 ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ। Gade chapit la |