ଯିରିମୀୟ 3:2 - ପବିତ୍ର ବାଇବଲ2 “ନିଷ୍ଫଳ ପର୍ବତକୁ ଦେଖ। କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ? ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ । Gade chapit laଓଡିଆ ବାଇବେଲ2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। Gade chapit la |
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।