Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:20 - ପବିତ୍ର ବାଇବଲ

20 ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ୱାମୀ ପ୍ରତି ବିଶ୍ୱାସଘାତକତା କରି ପରିତ୍ୟାଗ କରେ, ତୁମ୍ଭେ ଇସ୍ରାଏଲ ସେହିପରି ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ।

Gade chapit la Kopi

ଓଡିଆ ବାଇବେଲ

20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”

Gade chapit la Kopi




ଯିରିମୀୟ 3:20
11 Referans Kwoze  

ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥିଲା; କାରଣ ତୁମ୍ଭେ ଅତି ବିଶ୍ୱାସଘାତ କରିଥିଲ; ଜନ୍ମରୁ ତୁମ୍ଭେ ଅଧର୍ମାଗ୍ଭରୀ ବୋଲି ଖ୍ୟାତ ହୋଇଥିଲ; ଆମ୍ଭେ ଜାଣିଲୁ।


ସଦାପ୍ରଭୁ କହନ୍ତି, “ଏହିପରି କର କାରଣ ଇସ୍ରାଏଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ପ୍ରତାରଣା କରିଅଛନ୍ତି।”


ଯିହୁଦାର ଲୋକମାନେ ଅବିଶ୍ୱସ୍ତ ଥିଲେ। ଯିରୁଶାଲମ ଓ ଇସ୍ରାଏଲର ଲୋକମାନେ ବହୁତ ଘୃଣିତ କାର୍ଯ୍ୟ କରିଛନ୍ତି। ପରମେଶ୍ୱର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସେମାନେ ବିଦେଶୀ ଦେବତାର କନ୍ୟାକୁ ବିବାହ କଲେ।


କିନ୍ତୁ ଠିକ୍ ଆଦମ ପରି ସେମାନେ ଚୁକ୍ତି ଭଙ୍ଗ କଲେ। ସେମାନେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।


ସେମାନେ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହୋଇଛନ୍ତି। ସେମାନେ ଅବୈଧ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏବଂ ବର୍ତ୍ତମାନ ସେମାନେ ଓ ସେମାନଙ୍କର ଦେଶଗୁଡ଼ିକୁ ଆସନ୍ତା ମାସରେ ଧ୍ୱଂସ କରାଯିବ।”


ତା'ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”


ଆମ୍ଭେମାନେ ପୃଥିବୀର ସର୍ବତ୍ର ପରମେଶ୍ୱରଙ୍କ ପ୍ରଶଂସା ଶୁଣିବୁ। ଏହି ମହିମା ଗାନ ହେଉଛି ମଙ୍ଗଳମୟ ପରମେଶ୍ୱରଙ୍କ ସମ୍ବନ୍ଧରେ। କିନ୍ତୁ ମୁଁ କହେ, “ମୁଁ କ୍ଷୀଣ ହେଉଅଛି। ମୁଁ ସନ୍ତାପର ପାତ୍ର ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଛନ୍ତି। ସେମାନେ ଭୟଙ୍କର ବିଶ୍ୱାସଘାତକତା କରିଛନ୍ତି।”


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି? ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?


Swiv nou:

Piblisite


Piblisite