ଯିରିମୀୟ 30:14 - ପବିତ୍ର ବାଇବଲ14 ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି। ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit laଓଡିଆ ବାଇବେଲ14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। Gade chapit la |
ସେହି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡ଼ି ଦେବେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦେଖାଇବେ ଏବଂ ତୁମ୍ଭକୁ ଭୁଲ୍ କାର୍ଯ୍ୟ କରିବାକୁ ବାଧ୍ୟ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସେମାନେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସେମାନେ କୁହା କୁହି ହୁଅନ୍ତି, ‘ସେ କୌଣସି ବସ୍ତୁକୁ ସନ୍ଦେହ କରନ୍ତି ନାହିଁ।’”
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।