ଯିରିମୀୟ 30:21 - ପବିତ୍ର ବାଇବଲ21 ପୁଣି ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ। ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ସୃଷ୍ଟି ହେବେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ? Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ? Gade chapit laଓଡିଆ ବାଇବେଲ21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ? Gade chapit la |
ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”