ଯିରିମୀୟ 31:12 - ପବିତ୍ର ବାଇବଲ12 ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Gade chapit laଓଡିଆ ବାଇବେଲ12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। Gade chapit la |
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।