ଯିରିମୀୟ 31:13 - ପବିତ୍ର ବାଇବଲ13 ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ। ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା। ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ଵନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। Gade chapit laଓଡିଆ ବାଇବେଲ13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”