Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:15 - ପବିତ୍ର ବାଇବଲ

15 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାଯିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ, କାରଣ ସେମାନେ ମୃତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସଦାପ୍ରଭୁ ଏହି କଥା କହନ୍ତି, ରାମାରେ ହାହାକାର ଓ ତୀବ୍ର ରୋଦନର ଶଦ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ-କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”

Gade chapit la Kopi




ଯିରିମୀୟ 31:15
18 Referans Kwoze  

ଯିରୁଶାଲମ ଓ ଯିହୁଦାର ସମସ୍ତ ବନ୍ଦୀ ବାବିଲକୁ ନିଆ ଯାଉଥିବା ବେଳେ ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମିୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ରାମା ନଗରରେ ଯାଇ ମୁକ୍ତ କଲେ। ଏହା ପରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।


ଇଫ୍ରାଥା ଯିବା ପରେ ତାହା ବୈ‌ଥ୍‌ଲେହମ ନିକଟରେ ରାହେଲକୁ କବର ଦିଆଗଲା।


ମୋର ତମ୍ବୁ ଧ୍ୱଂସ ପାଇଯାଇଛି। ମୋର ତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ଯାଇଅଛି। ମୋର ପିଲାମାନେ ମୋ’ ପାଖରୁ ଗ୍ଭଲି ଯାଇଅଛନ୍ତି। ମୋ’ ପାଖରେ ଆଉ କେହି ନାହାନ୍ତି। ମୋର ତମ୍ବୁକୁ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହାନ୍ତି।


ତେଣୁ ମୁଁ କହୁଛି, “ମୋତେ ଗ୍ଭହଁ ନାହିଁ। ମୋତେ କାନ୍ଦିବାକୁ ଦିଅ। ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା ଦେବାକୁ ଚେଷ୍ଟା କର ନାହିଁ।”


ଏବଂ ଭାଇମାନେ କହିଲେ, “ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ। ଆମ୍ଭର ସାନଭାଇ ଆମ୍ଭର ଗୃହରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିଯାଇଛି। ଆମ୍ଭେମାନେ ଆପଣଙ୍କ ନିକଟରେ ଦାସତୁଲ୍ୟ। ଆମ୍ଭେମାନେ କିଣାନ ଦେଶରୁ ଆସିଅଛୁ।”


ଯାକୁବର ପୁତ୍ରକନ୍ୟାଗଣ ତାଙ୍କୁ ଆରାମ ଦେବାକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ୱନା ପାଇବାକୁ ମନା କଲେ। ଯାକୁବ କହିଲେ, “ମୋର ମୃତ୍ୟୁ ପର୍ଯ୍ୟନ୍ତ ମୋର ପୁତ୍ର ପାଇଁ ମୁଁ ଦୁଃଖ କରିବି।” ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।


ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସେମାନେ ନାହାନ୍ତି। ମାତ୍ର ସେମାନଙ୍କର ପାପର ଭାର ଆମ୍ଭେମାନେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ।


ଯାକୁବ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ମୁଁ ମୋର ସମସ୍ତ ପିଲାମାନଙ୍କୁ ହରାଇବି? ଯୋଷେଫ ଗଲା, ଶିମିୟୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ୟାମୀନକୁ ନେବା ପାଇଁ ଗ୍ଭହୁଁଛ।”


ଆଉ ମୁଁ ସେହି ଗୁଡ଼ା ହୋଇଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲେଖା ହୋଇଥିବାର ଦେଖିଲି। ଆଉ ସେଥିରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।


କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।


କାହିଁକି ତୁମ୍ଭେ ମୋତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ? କାହିଁକି ମୋର କୌଣସି ପାପ କ୍ଷମା କରୁ ନାହଁ? କାରଣ ମୁଁ ଶୀଘ୍ର ମରିବି ଓ କବରରେ ଶୟନ କରିବି, ତୁମ୍ଭେ ମୋତେ ଖୋଜିବ, କିନ୍ତୁ ପାଇବ ନାହିଁ।”


ଶାମୁୟେଲଙ୍କ ଘର ରାମାରେ, ତେଣୁ ସେ ସେଠାକୁ ଫେରି ଆସୁଥିଲେ। ସେ ରାମାଠାରୁ ଲୋକଙ୍କୁ ଅନୁଧ୍ୟାନ କରୁଥିଲେ ଓ ସେଠାରୁ ଶାସନ କରୁଥିଲେ। ତେଣୁ ଶାମୁୟେଲ ସଦାପ୍ରଭୁଙ୍କ ପାଇଁ ରାମାରେ ଯଜ୍ଞବେଦି ନିର୍ମାଣ କରିଥିଲେ।


ବିନ୍ୟାମୀନ ବଂଶ ମଧ୍ୟ ଗିବିୟୋନର ରାମତ୍, ବେରୋତ୍,


ଦିନେ, ଯେତେବେଳେ ହନୋକ ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ, ସେ ଅନ୍ତର୍ଦ୍ଧାନ ହେଲେ, ଯେହେତୁ ତାଙ୍କୁ ପରମେଶ୍ୱର ନେଇଗଲେ।


ଦିନେ, ଦବୋରା ଏକ ଖର୍ଜ୍ଜୁର ଗଛ ତଳେ ବସିଥିଲେ। ଇସ୍ରାଏଲର ଲୋକମାନେ ଗୋଟିଏ ମୀମାଂସା ପାଇଁ ତାଙ୍କ ନିକଟକୁ, ସୀଷରା ସମ୍ବନ୍ଧରେ ଆସିଲେ। ସେହି ଖର୍ଜ୍ଜୁର ଗଛଟି ରାମା ଓ ବୈଥେଲ୍ ମଧ୍ୟରେ ଇଫ୍ରୟିମ ପର୍ବତମୟ ଦେଶରେ ଅବସ୍ଥିତ ଥିଲା।


ସେମାନେ “ଘାଟି” ନିକଟରେ ନଦୀ ଅତିକ୍ରମ କରିବେ। ସେମାନେ ଗେବାରେ ଶୟନ କରିବେ। ରାମା କମ୍ପିତ ହେବ। ଶାଉଲର ଗିବିୟାରେ ଲୋକମାନେ ପଳାୟନ କରିବେ।


Swiv nou:

Piblisite


Piblisite