ଯିରିମୀୟ 31:16 - ପବିତ୍ର ବାଇବଲ16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।” ଆଉ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ କ୍ରନ୍ଦନର ଶଦ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ। Gade chapit laଓଡିଆ ବାଇବେଲ16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ,” ଏହା ସଦାପ୍ରଭୁ କହନ୍ତି; “ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”