ଯିରିମୀୟ 31:23 - ପବିତ୍ର ବାଇବଲ23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହନ୍ତି, “ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱରୁ ମୁକ୍ତ କରିବା। ଯିହୁଦା ଦେଶରେ ଓ ତାହାର ନଗର ସକଳରେ ସେମାନେ ପୁନର୍ବାର ଏହା ବ୍ୟବହାର କରିବେ। ‘ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ Gade chapit laପବିତ୍ର ବାଇବଲ (Re-edited) - (BSI)23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି: ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, “ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।” Gade chapit laଓଡିଆ ବାଇବେଲ23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ Gade chapit la |
ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”