Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:24 - ପବିତ୍ର ବାଇବଲ

24 “ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।

Gade chapit la Kopi




ଯିରିମୀୟ 31:24
5 Referans Kwoze  

ତୁମ୍ଭଠାରେ ବାସ କରୁଥିବା ଇସ୍ରାଏଲର ପରିବାର ଲୋକମାନଙ୍କୁ ମୁଁ ଦ୍ୱିଗୁଣିତ କରିବି। ପୁଣି ତହିଁରେ ନଗର ସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସବୁ ପୁନଃନିର୍ମିତ ହେବ।


ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ! ‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ। କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’


ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ।


Swiv nou:

Piblisite


Piblisite