ଯିରିମୀୟ 31:33 - ପବିତ୍ର ବାଇବଲ33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ-ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ; Gade chapit laଓଡିଆ ବାଇବେଲ33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”