ଯିରିମୀୟ 31:35 - ପବିତ୍ର ବାଇବଲ35 ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।” Gade chapit laପବିତ୍ର ବାଇବଲ (Re-edited) - (BSI)35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି : Gade chapit laଓଡିଆ ବାଇବେଲ35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି : Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି: Gade chapit la |
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।