ଯିରିମୀୟ 31:37 - ପବିତ୍ର ବାଇବଲ37 ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)37 ସଦାପ୍ରଭୁ ଏହି କଥା କହନ୍ତି: ଯେବେ ଊର୍ଦ୍ଧ୍ଵସ୍ଥ ଆକାଶମଣ୍ତଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ-ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି। Gade chapit la |
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”