ଯିରିମୀୟ 31:40 - ପବିତ୍ର ବାଇବଲ40 ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ଵଦ୍ଵାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦା କାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ନୋହିବ। Gade chapit laଓଡିଆ ବାଇବେଲ40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।” Gade chapit la |
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।