ଯିରିମୀୟ 31:8 - ପବିତ୍ର ବାଇବଲ8 ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକି ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏସ୍ଥାନକୁ ଆସିବେ। Gade chapit laଓଡିଆ ବାଇବେଲ8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ। Gade chapit la |