ଯିରିମୀୟ 31:9 - ପବିତ୍ର ବାଇବଲ9 ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ଵାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Gade chapit laଓଡିଆ ବାଇବେଲ9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Gade chapit la |
ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ।