ଯିରିମୀୟ 32:24 - ପବିତ୍ର ବାଇବଲ24 “ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସେମାନେ ଯେପରି ଶତ୍ରୁ ନଗରକୁ ପରାସ୍ତ କରି ପାରିବେ ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧରେ ଯୁଦ୍ଧ କରୁଥିବା କଲ୍ଦୀୟମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Gade chapit laଓଡିଆ ବାଇବେଲ24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”