ଯିରିମୀୟ 32:25 - ପବିତ୍ର ବାଇବଲ25 “ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?” Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି। Gade chapit laଓଡିଆ ବାଇବେଲ25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ;’ ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’” Gade chapit la |
“ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’” “ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।”