ଯିରିମୀୟ 32:28 - ପବିତ୍ର ବାଇବଲ28 ପୁଣି ସଦାପ୍ରଭୁ ଏହା ମଧ୍ୟ କହିଲେ, “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା। ସେ ତାହା ହସ୍ତଗତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ। Gade chapit laଓଡିଆ ବାଇବେଲ28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ। Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।