ଯିରିମୀୟ 32:3 - ପବିତ୍ର ବାଇବଲ3 ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, ତୁମ୍ଭେ କାହିଁକି ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ; Gade chapit laଓଡିଆ ବାଇବେଲ3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ; Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।