ଯିରିମୀୟ 32:33 - ପବିତ୍ର ବାଇବଲ33 “ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି। Gade chapit laଓଡିଆ ବାଇବେଲ33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି। Gade chapit la |
ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।