ଯିରିମୀୟ 32:34 - ପବିତ୍ର ବାଇବଲ34 ପୁଣି ସେମାନେ ଆମ୍ଭ ମନ୍ଦିରରେ ସେମାନଙ୍କ ହସ୍ତଦ୍ୱାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ ‘କଳୁଷିତ’ କରିବା ପାଇଁ। Gade chapit laପବିତ୍ର ବାଇବଲ (Re-edited) - (BSI)34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି। Gade chapit laଓଡିଆ ବାଇବେଲ34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି। Gade chapit la |
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।