ଯିରିମୀୟ 32:35 - ପବିତ୍ର ବାଇବଲ35 “ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। Gade chapit laଓଡିଆ ବାଇବେଲ35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। Gade chapit la |
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।
ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚାଦ୍ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମିଲ୍କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।