ଯିରିମୀୟ 32:38 - ପବିତ୍ର ବାଇବଲ38 ପୁଣି ଇସ୍ରାଏଲ ଓ ଯିହୁଦାର ଲୋକମାନେ ଆମ୍ଭର ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା। Gade chapit laପବିତ୍ର ବାଇବଲ (Re-edited) - (BSI)38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; Gade chapit laଓଡିଆ ବାଇବେଲ38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ଏହିସବୁ ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମର ଉପାସନା ନିମନ୍ତେ ଯେଉଁସ୍ଥାନ ମନୋନୀତ କରିଛନ୍ତି ସେହି ସ୍ଥାନକୁ ଯାଅ। ସେହି ସ୍ଥାନରେ ତୁମ୍ଭ ଶସ୍ୟର ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଦେବା ଉଚିତ୍ ଓ ତୁମ୍ଭ ପଶୁର ପ୍ରଥମଜାତ ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଭୋଜନ କରିବା ଉଚିତ୍। ଏହିପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ।