ଯିରିମୀୟ 32:4 - ପବିତ୍ର ବାଇବଲ4 ଆଉ ଯିହୁଦାର ରାଜା ସିଦିକିୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖା-ସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ; Gade chapit laଓଡିଆ ବାଇବେଲ4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ; Gade chapit la |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’