ଯିରିମୀୟ 32:44 - ପବିତ୍ର ବାଇବଲ44 ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)44 ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ଵାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା। Gade chapit laଓଡିଆ ବାଇବେଲ44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।” Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”