ଯିରିମୀୟ 32:5 - ପବିତ୍ର ବାଇବଲ5 ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ଵାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହଁ କୃତକାର୍ଯ୍ୟ ହେବ ନାହିଁ। Gade chapit laଓଡିଆ ବାଇବେଲ5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’” Gade chapit la |
ପରମେଶ୍ୱରଙ୍କର ଆତ୍ମା ଜିଖରିୟଙ୍କ ଉପରେ ଅବତରଣ କଲେ। ଯିହୋୟାଦା ଯାଜକ ଯିଖରିୟଙ୍କ ପିତା ଥିଲେ। ଜିଖରିୟ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହେଲେ ଓ କହିଲେ, “ପରମେଶ୍ୱର ଏହା କହନ୍ତି: ‘ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ୟ ହେବା ନିମନ୍ତେ ଅଗ୍ରାହ୍ୟ କରୁଛ? ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି!’”
ପରମେଶ୍ୱର ସ୍ୱୟଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧରେ ଯୁଦ୍ଧର ଆହ୍ୱାନ ରୂପେ ପରମେଶ୍ୱରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇସ୍ରାଏଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ତୁମ୍ଭେମାନେ କେବେ ସଫଳ ହେବ ନାହିଁ।”