ଯିରିମୀୟ 32:6 - ପବିତ୍ର ବାଇବଲ6 ଯିରିମିୟ ବନ୍ଦୀ ଥିଲା ବେଳେ, “ସଦାପ୍ରଭୁଙ୍କର ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା: Gade chapit laପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଯିରିମୀୟ କହିଲେ, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା; Gade chapit laଓଡିଆ ବାଇବେଲ6 ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା; Gade chapit la |
ପୁଣି ଅରୌଣା ପଗ୍ଭରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି କାରଣରେ ଆସିଲେ?” ସଦାପ୍ରଭୁଙ୍କ ପାଇଁ ବେଦି ତିଆରି କରିବାକୁ ମୁଁ ତୁମ୍ଭର ଖଳାର ଭୂମି କିଣିବାକୁ ଆସିଅଛି। ତା'ପରେ ମହାମାରୀ ବନ୍ଦ ହେବ। ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେମନ୍ତ ମହାମାରୀ ନିବୃତ୍ତ ହେବ। ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବ। କାରଣ ତୁମ୍ଭଠାରୁ ଶସ୍ୟ ମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”