ଯିରିମୀୟ 32:9 - ପବିତ୍ର ବାଇବଲ9 ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି। Gade chapit laଓଡିଆ ବାଇବେଲ9 ପୁଣି, ମୋ’ ପିତୃବ୍ୟର ପୁତ୍ର ହନନେଲ ଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି। Gade chapit la |